Online Bible

- Reklamy -




ଆଦି ପୁସ୍ତକ 27:31 - ଓଡିଆ ବାଇବେଲ

31 ପୁଣି, ସେ ମଧ୍ୟ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, “ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ପୁଣି ସେ ମଧ୍ୟ ସୁସ୍ଵାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରୁ ଆପଣଙ୍କ ପ୍ରାଣ ମୋତେ ଆଶୀର୍ବାଦ କରୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ସେ ମଧ୍ୟ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, “ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ

31 ତାଙ୍କର ପିତାଙ୍କ ରୁଚି ଅନୁସାରେ ସେ ଖାଦ୍ୟ ପ୍ରସ୍ତୁତ କଲେ। ଏବଂ ତାହା ତାଙ୍କ ପିତାଙ୍କ ନିକଟକୁ ଆଣିଲେ। ସେ ତାଙ୍କ ପିତାଙ୍କୁ କହିଲେ, “ପିତା, ମୁଁ ତୁମ୍ଭର ପୁତ୍ର, ଉଠ ଏବଂ ମାଂସ ଖାଅ, ମୁଁ ତାହା ତୁମ୍ଭ ପାଇଁ ରାନ୍ଧି ଆଣିଛି। ତା'ପରେ ତୁମ୍ଭେ ମୋତେ ଆଶୀର୍ବାଦ କରିବ।”

Viz kapitola kopírovat




ଆଦି ପୁସ୍ତକ 27:31

Následuj nás:

Reklamy


Reklamy