Online Bible

- Reklamy -




ଆଦି ପୁସ୍ତକ 27:34 - ଓଡିଆ ବାଇବେଲ

34 ଏଷୌ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ଏଷୌ ପିତାର ଏହି କଥା ଶୁଣିବାମାତ୍ରେ ଅତ୍ୟ; ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି ଆପଣା ପିତାଙ୍କୁ କହିଲା, ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଏଷୌ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ

34 ଏଷୌ ପିତାଙ୍କର କଥା ଶୁଣିଲେ! ସେ ବହୁତ ରାଗିଗଲେ ଏବଂ ଚିତ୍କାର କଲେ। ସେ ତାଙ୍କ ପିତାଙ୍କୁ କହିଲେ, “ତେବେ ମୋତେ ଆଶୀର୍ବାଦ କର ପିତା।”

Viz kapitola kopírovat




ଆଦି ପୁସ୍ତକ 27:34

Následuj nás:

Reklamy


Reklamy