ଆଦି ପୁସ୍ତକ 27:41 - ଓଡିଆ ବାଇବେଲ41 ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)41 ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହେତୁରୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, ମୋହର ପିତୃଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।” Viz kapitolaପବିତ୍ର ବାଇବଲ41 ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହେତୁରୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ସେ ସ୍ଥିର କଲେ, “ମୁଁ ଅପେକ୍ଷା କରିବି ମୋର ପିତାଙ୍କର ଶୋକର ସମୟ ବିତିବା ଯାଏ। ଏହା ପରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।” Viz kapitola |