ଆଦି ପୁସ୍ତକ 27:42 - ଓଡିଆ ବାଇବେଲ42 ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)42 ମାତ୍ର ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବକୁ ଡକାଇ କହିଲା, ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି। Viz kapitolaପବିତ୍ର ବାଇବଲ42 କିନ୍ତୁ ସେହି ବାକ୍ୟଗୁଡ଼ିକ ରିବିକାକୁ ଶୁଣା ଯାଇଥିଲା। ଏଷୌ ଯାକୁବକୁ ହତ୍ୟା କରିବାର ଯୋଜନା କରିଅଛି। ସେ ଯାକୁବକୁ ଡାକି କହିଲେ, “ଶୁଣ ତୁମ୍ଭର ଭାଇ ଏଷୌ ତୁମ୍ଭକୁ ମାରିବା ପାଇଁ ଯୋଜନା କରିଛି। Viz kapitola |