ଆଦି ପୁସ୍ତକ 27:43 - ଓଡିଆ ବାଇବେଲ43 ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ଏଣୁକରି, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ। Viz kapitolaପବିତ୍ର ବାଇବଲ43 ତେଣୁ ହେ ମୋର ପୁତ୍ର ମୁଁ ଯେମନ୍ତ କହୁଛି, ସେହିପରି କର। ମୋର ଭ୍ରାତା ଲାବନ ହାରଣରେ ବାସ କରୁଛି। ତୁମ୍ଭେ ତା’ ପାଖରେ ଯାଇ ଲୁଚ। Viz kapitola |