Online Bible

- Reklamy -




ଆଦି ପୁସ୍ତକ 28:16 - ଓଡିଆ ବାଇବେଲ

16 ଏଥିଉତ୍ତାରେ ନିଦ୍ରାଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଅନନ୍ତର ନିଦ୍ରାଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

16 ଏହା ପରେ ଯାକୁବ ନିଦ୍ରାରୁ ଉଠିଲେ, ଏବଂ କହିଲେ, “ମୁଁ ଜାଣେ ଯେ ସଦାପ୍ରଭୁ ଏହିଠାରେ ଅଛନ୍ତି। କିନ୍ତୁ ମୁଁ ସଦାପ୍ରଭୁ ଏଠାରେ ଥିଲେ ବୋଲି ଜାଣି ନ ଥିଲି।”

Viz kapitola kopírovat




ଆଦି ପୁସ୍ତକ 28:16

Následuj nás:

Reklamy


Reklamy