ଆଦି ପୁସ୍ତକ 28:2 - ଓଡିଆ ବାଇବେଲ2 ଉଠ, ପଦ୍ଦନ୍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଉଠ, ପଦ୍ଦନ୍ ଅରାମରେ ଆପଣା ମାତାମହ ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାତୁଳ ଲାବନର କୌଣସି କନ୍ୟାକୁ ବିବାହ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଉଠ, ପଦ୍ଦନ୍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର। Viz kapitolaପବିତ୍ର ବାଇବଲ2 ତେଣୁ ତୁମ୍ଭେ ଏ ସ୍ଥାନ ଛାଡ଼ି ପଦ୍ଦନ୍ ଅରାମକୁ ଯାଅ। ନିଜ ମାତାର ପରିବାରକୁ ଯାଇ, ବଥୂୟେଲର ଗୁହକୁ ଯାଇ ସେଠାରେ ନିଜର ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର। Viz kapitola |