ଆଦି ପୁସ୍ତକ 28:20 - ଓଡିଆ ବାଇବେଲ20 ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ, Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ ଯାକୁବ ମାନତ କରି କହିଲା, ଯେବେ ପରମେଶ୍ଵର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ, Viz kapitolaପବିତ୍ର ବାଇବଲ20 ଏହା ପରେ ଯାକୁବ ଏକ ପ୍ରତିଜ୍ଞା କଲେ, ସେ କହିଲେ, “ଯଦି ପରମେଶ୍ୱର ମୋ’ ସହିତ ରହିବେ, ଯଦି ଏହି ଯାତ୍ରାରେ ପରମେଶ୍ୱର ମୋର ସହାୟ ହେବେ, ଯଦି ପରମେଶ୍ୱର ମୋତେ ଖାଦ୍ୟ ବସ୍ତ୍ର ଯୋଗାଇବେ। Viz kapitola |