ଆଦି ପୁସ୍ତକ 28:9 - ଓଡିଆ ବାଇବେଲ9 ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍ର ଭଗିନୀ ମହଲତ୍ ନାମ୍ନୀ କନ୍ୟାକୁ ବିବାହ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆପଣାର ଭାର୍ଯ୍ୟାଗଣ ଥିଲେହେଁ ଇଶ୍ମାଏଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାଏଲର ପୁତ୍ରୀ ନବାୟୋତର ଭଗିନୀ ମହଲତ୍ ନାମ୍ନୀ କନ୍ୟାକୁ ବିବାହ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍ର ଭଗିନୀ ମହଲତ୍ ନାମ୍ନୀ କନ୍ୟାକୁ ବିବାହ କଲା। Viz kapitolaପବିତ୍ର ବାଇବଲ9 ଏଷୌର ଦୁଇଟି କିଣାନୀୟ ସ୍ତ୍ରୀ ଥିଲେ। କିନ୍ତୁ ଏହା ପରେ ସେ ଇଶ୍ମାଏଲକୁ ଗଲେ ଓ ଆଉ ଏକ ସ୍ତ୍ରୀକୁ ବିବାହ କଲେ ସେ ଇଶ୍ମାଏଲର କନ୍ୟା ମହଲତ୍କୁ ବିବାହ କଲେ। ଇଶ୍ମାଏଲ ଅବ୍ରହାମଙ୍କର ପୁତ୍ର। ମହଲତ୍ ନବାୟୋତର ଭଉଣୀ। Viz kapitola |