ଆଦି ପୁସ୍ତକ 29:13 - ଓଡିଆ ବାଇବେଲ13 ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି ତାହାକୁ ଆଲିଙ୍ଗନ ଓ ଚୁମ୍ଵନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା। Viz kapitolaପବିତ୍ର ବାଇବଲ13 ଲାବନ ତାଙ୍କ ଭଉଣୀର ପୁତ୍ର ଯାକୁବ ବିଷୟରେ ସମସ୍ତ ଶୁଣିଲେ। ତେଣୁ ଲାବନ ତାଙ୍କୁ ଦେଖିବା ପାଇଁ ଦୌଡ଼ିଗଲେ, ଲାବନ ତାଙ୍କୁ ଆଲିଙ୍ଗନ କଲେ ଓ ଚୁମ୍ବନ ଦେଲେ। ଏବଂ ତାଙ୍କୁ ଗୃହକୁ ଆଣିଲେ। ଯାକୁବ ଲାବନକୁ ସବୁକିଛି କହିଲେ। Viz kapitola |