ଆଦି ପୁସ୍ତକ 29:20 - ଓଡିଆ ବାଇବେଲ20 ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା। Viz kapitolaପବିତ୍ର ବାଇବଲ20 ତେଣୁ ଯାକୁବ ତାଙ୍କ ସହ ସେଠାରେ ସାତ ବର୍ଷ ରହି କାମ କଲେ। କିନ୍ତୁ ଏହା ତାଙ୍କୁ ଖୁବ୍ କମ ସମୟ ପରି ଜଣାଗଲା କାରଣ ସେ ରାହେଲକୁ ବହୁତ ଭଲ ପାଉଥିଲେ। Viz kapitola |