ଆଦି ପୁସ୍ତକ 29:25 - ଓଡିଆ ବାଇବେଲ25 ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋ’ ସହିତ ଏ କି ବ୍ୟବହାର କରିଅଛ ? ମୁଁ କ’ଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ ?” Viz kapitolaପବିତ୍ର ବାଇବଲ (Re-edited) - (BSI)25 ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନକୁ କହିଲା, ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କଲ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କିହେତୁ ମୋତେ ପ୍ରବଞ୍ଚନା କଲ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କରିଅଛ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ?” Viz kapitolaପବିତ୍ର ବାଇବଲ25 ତା’ ପରଦିନ ପ୍ରଭାତରେ ଯାକୁବ ଦେଖିଲେ ସେ ଯାହା ସହିତ ରାତି ବିତାଇଛନ୍ତି ସେ ଲେୟା ଥିଲା। ଯାକୁବ ଲାବନକୁ କହିଲେ, “ତୁମ୍ଭେ ମୋତେ ଠକିଛ। ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କଲି, ଯଦ୍ଦ୍ୱାରା ମୁଁ ରାହେଲକୁ ବିବାହ କରି ପାରିବି। ତୁମ୍ଭେ କାହିଁକି ମୋତେ ଠକିଲ?” Viz kapitola |