ଆଦି ପୁସ୍ତକ 29:35 - ଓଡିଆ ବାଇବେଲ35 ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭ ନିବୃତ୍ତି ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଅନନ୍ତର ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି; ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରୁ ତାହାର ଗର୍ଭନିବୃତ୍ତି ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭନିବୃତ୍ତି ହେଲା। Viz kapitolaପବିତ୍ର ବାଇବଲ35 ଏହା ପରେ ଲେୟା ଅନ୍ୟ ଏକ ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ଦେଲେ ଯିହୁଦା, ସେ କହିଲେ, “ବର୍ତ୍ତମାନ ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି।” ଏହା ପରେ ଲେୟା ପିଲା ଜନ୍ମ କରିବା ବନ୍ଦ କରିଦେଲେ। Viz kapitola |