Online Bible

- Reklamy -




ଆଦି ପୁସ୍ତକ 29:7 - ଓଡିଆ ବାଇବେଲ

7 ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ସେତେବେଳେ ଯାକୁବ କହିଲା, ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”

Viz kapitola kopírovat

ପବିତ୍ର ବାଇବଲ

7 ଯାକୁବ କହିଲେ, “ଦେଖ, ଏବେ ବହୁତ ବେଳ ଅଛି। ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ। ତୁମ୍ଭେମାନେ ମେଷଗଣଙ୍କୁ ଜଳପାନ କରାଇ ପୁନର୍ବାର ଚରାଇବାକୁ ନେଇଯାଅ।”

Viz kapitola kopírovat




ଆଦି ପୁସ୍ତକ 29:7

Následuj nás:

Reklamy


Reklamy