ଆଦି ପୁସ୍ତକ 3:1 - ଓଡିଆ ବାଇବେଲ1 ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” Viz kapitolaପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ପରମେଶ୍ଵରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳଥିଲା। ସେ ନାରୀଙ୍କି କହିଲା, ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ଵର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ‘ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?’” Viz kapitolaପବିତ୍ର ବାଇବଲ1 ସଦାପ୍ରଭୁ ପରମେଶ୍ୱରଙ୍କର ସୃଷ୍ଟି କରିଥିବା ପ୍ରାଣୀମାନଙ୍କ ମଧ୍ୟରେ ସର୍ପ ସମସ୍ତଙ୍କଠାରୁ ଚତୁର ଥିଲା। ସର୍ପଟି ସ୍ତ୍ରୀଲୋକଟିକୁ କହିଲା, “ଏହା କ’ଣ ସତ୍ୟ ଯେ ପରମେଶ୍ୱର ଉଦ୍ୟାନର କୌଣସି ବୃକ୍ଷର ଫଳ ନ ଖାଇବା ପାଇଁ ତୁମ୍ଭଙ୍କୁ କହିଲେ?” Viz kapitola |