ଆଦି ପୁସ୍ତକ 3:16 - ଓଡିଆ ବାଇବେଲ16 ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହୁଁ ସେ ନାରୀଙ୍କି କହିଲେ, ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି ସ୍ଵାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ଵ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।” Viz kapitolaପବିତ୍ର ବାଇବଲ16 ଏହା ପରେ ସଦାପ୍ରଭୁ ପରମେଶ୍ୱର ସେହି ସ୍ତ୍ରୀଲୋକଟିକୁ କହିଲେ, “ମୁଁ ତୁମ୍ଭର କାର୍ଯ୍ୟଭାର ଏବଂ ତୁମ୍ଭର ଗର୍ଭବେଦନା ମଧ୍ୟ ବଢ଼ାଇବି। ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ। ପୁଣି ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।” Viz kapitola |