ଆଦି ପୁସ୍ତକ 3:17 - ଓଡିଆ ବାଇବେଲ17 ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ସେ ଆଦମଙ୍କୁ କହିଲେ, ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। Viz kapitolaପବିତ୍ର ବାଇବଲ17 ଏହା ପରେ ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ କହିଲେ, “ମୁଁ ତୁମ୍ଭକୁ ସେହି ବୃକ୍ଷର ଫଳ ନ ଖାଇବା ପାଇଁ ନିର୍ଦ୍ଦେଶ ଦେଇଥିଲି କିନ୍ତୁ ତୁମ୍ଭେ ତୁମ୍ଭର ସ୍ତ୍ରୀଙ୍କ କଥା ଶୁଣିଲ ଏବଂ ସେହି ଫଳ ଖାଇଲ। ତେଣୁ ତୁମ୍ଭ ଯୋଗୁଁ ଭୂମି ଶାପଗ୍ରସ୍ତ ହେଲା, ତୁମ୍ଭେ ତୁମ୍ଭର ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ କରିବ। Viz kapitola |