ଆଦି ପୁସ୍ତକ 3:22 - ଓଡିଆ ବାଇବେଲ22 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ, Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ସଦାପ୍ରଭୁ ପରମେଶ୍ଵର କହିଲେ, ଦେଖ, ମନୁଷ୍ୟ ଭଲମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି; ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି, ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,” Viz kapitolaପବିତ୍ର ବାଇବଲ22 ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି। ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ଖାଇବା ଉଚିତ୍ ନୁହଁ। ଯଦି ସେ ଏହା ଖାଇଥା’ନ୍ତା, ସେ ଅମର ହୋଇଥା’ନ୍ତା।” Viz kapitola |