ଆଦି ପୁସ୍ତକ 3:3 - ଓଡିଆ ବାଇବେଲ3 କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷରଫଳ ବିଷୟରେ ପରମେଶ୍ଵର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ‘ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।’” Viz kapitolaପବିତ୍ର ବାଇବଲ3 କିନ୍ତୁ ଉଦ୍ୟାନ ମଧ୍ୟସ୍ଥ ଗୋଟିଏ ବୃକ୍ଷରୁ ଫଳ ଖାଇବାକୁ ମନା! ପରମେଶ୍ୱର ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେ ଉଦ୍ୟାନ ମଝିରେ ଥିବା ବୃକ୍ଷରୁ ଫଳ ଖାଇବ ନାହିଁ। ଏପରିକି ତୁମ୍ଭେ ସେ ବୃକ୍ଷକୁ ଛୁଇଁବ ନାହିଁ। ଯଦି ଏପରି କର ତେବେ ମରିବ।’” Viz kapitola |