ଆଦି ପୁସ୍ତକ 30:23 - ଓଡିଆ ବାଇବେଲ23 ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ପରମେଶ୍ଵର ଏବେ ମୋହର ଅପମାନ ଦୂର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।” Viz kapitolaପବିତ୍ର ବାଇବଲ23 ରାହେଲ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ରାହେଲ କହିଲେ, “ପରମେଶ୍ୱର ମୋର ଲଜ୍ଜା ନେଇ ଯାଇଛନ୍ତି। Viz kapitola |