ଆଦି ପୁସ୍ତକ 30:26 - ଓଡିଆ ବାଇବେଲ26 ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେଉଁ ପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେଉଁ ପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ।” Viz kapitolaପବିତ୍ର ବାଇବଲ26 ମୋର ସ୍ତ୍ରୀ ଏବଂ ପିଲାମାନଙ୍କ ପାଇଁ ମୁଁ ତୁମ୍ଭ ପାଖରେ କାମ କରିଛି। ଏବଂ ତୁମ୍ଭେ ଜାଣ ମୁଁ ଭଲଭାବରେ ତୁମ୍ଭର ସେବା କରିଛି।” Viz kapitola |