ଆଦି ପୁସ୍ତକ 30:27 - ଓଡିଆ ବାଇବେଲ27 ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋ’ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେତେବେଳେ ଲାବନ ତାହାକୁ କହିଲା, ବିନୟ କରୁଅଛି, ତୁମ୍ଭେ ମୋʼ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ଵାରା ଜାଣିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋʼ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।” Viz kapitolaପବିତ୍ର ବାଇବଲ27 ଲାବନ ତାଙ୍କୁ କହିଲେ, “ମୋତେ କିଛି କହିବାକୁ ଦିଅ। ମୁଁ ଗୁଣି ବିଦ୍ୟା କରି ଜାଣି ପାରିଛି ଯେ, ସଦାପ୍ରଭୁ ତୁମ୍ଭ ହେତୁରୁ ମୋତେ ଆଶୀର୍ବାଦ କରିଛନ୍ତି। Viz kapitola |