Online Bible

- Reklamy -




ଆଦି ପୁସ୍ତକ 30:3 - ଓଡିଆ ବାଇବେଲ

3 ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍‌ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋ’ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ସେତେବେଳେ ରାହେଲ କହିଲା, ଏହି ଦେଖ, ମୋହର ଦାସୀ ବିଲ୍ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋʼ କୋଳରେ ଦେଲେ ତାହା ଯୋଗୁ ମୁଁ ମଧ୍ୟ ପୁତ୍ରବତୀ ହେବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍‌ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋʼ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।”

Viz kapitola kopírovat

ପବିତ୍ର ବାଇବଲ

3 ଏହା ପରେ ରାହେଲ କହିଲେ, “ମୋର ଦାସୀ ବିଲହା ଅଛି ତାହା ସହିତ ସହବାସ କର। ସେ ପିଲା ଜନ୍ମ କଲେ ମୁଁ ମା ହୋଇ ପାରିବି।”

Viz kapitola kopírovat




ଆଦି ପୁସ୍ତକ 30:3

Následuj nás:

Reklamy


Reklamy