ଆଦି ପୁସ୍ତକ 30:30 - ଓଡିଆ ବାଇବେଲ30 କାରଣ, ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି, ମୁଁ ଯେକୌଣସି ଜାଗାକୁ ତୁମ୍ଭର ମେଷପଲକୁ ଚରାଇବାକୁ ନେଲି ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି ?” Viz kapitolaପବିତ୍ର ବାଇବଲ (Re-edited) - (BSI)30 କାରଣ ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି ମୋହର ଗୋଡ଼େ ଗୋଡ଼େ ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 କାରଣ, ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି, ମୁଁ ଯେକୌଣସି ଜାଗାକୁ ତୁମ୍ଭର ମେଷପଲକୁ ଚରାଇବାକୁ ନେଲି ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି?” Viz kapitolaପବିତ୍ର ବାଇବଲ30 ଯେତେବେଳେ ମୁଁ ଆସିଲି ତୁମ୍ଭର ଖୁବ୍ କମ୍ ସମ୍ପତ୍ତି ଥିଲା। ବର୍ତ୍ତମାନ ବହୁତ ବୃଦ୍ଧି ପାଇଛି, ସଦାପ୍ରଭୁ ମୋ’ କାରଣରୁ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ବର୍ତ୍ତମାନ ମୋର ନିଜ ପରିବାରକୁ ଯୋଗାଇବା ପାଇଁ ସମୟ ଆସିଛି।” Viz kapitola |