Online Bible

- Reklamy -




ଆଦି ପୁସ୍ତକ 30:31 - ଓଡିଆ ବାଇବେଲ

31 ତହିଁରେ ଲାବନ କହିଲା, “ମୁଁ ତୁମ୍ଭକୁ କଅଣ ଦେବି ?” ଯାକୁବ କହିଲା, “ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯଦି ତୁମ୍ଭେ ମୋ’ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ତହିଁରେ ଲାବନ କହିଲା, ମୁଁ ତୁମ୍ଭକୁ କଅଣ ଦେବି? ଯାକୁବ କହିଲା, ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯେବେ ତୁମ୍ଭେ ମୋʼ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତହିଁରେ ଲାବନ କହିଲା, “ମୁଁ ତୁମ୍ଭକୁ କଅଣ ଦେବି?” ଯାକୁବ କହିଲା, “ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯଦି ତୁମ୍ଭେ ମୋʼ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି।

Viz kapitola kopírovat

ପବିତ୍ର ବାଇବଲ

31 ଲାବନ କହିଲେ, “ତେବେ ମୋତେ ତୁମ୍ଭକୁ କ’ଣ ଦେବା ଉଚିତ୍?” ଯାକୁବ ଉତ୍ତର ଦେଲେ, “ତୁମ୍ଭେ ମୋତେ କିଛି ଦିଅ ନାହିଁ। ଯେବେ ତୁମ୍ଭେ ମୋ’ ପାଇଁ ଗୋଟିଏ କାମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି।

Viz kapitola kopírovat




ଆଦି ପୁସ୍ତକ 30:31

Následuj nás:

Reklamy


Reklamy