ଆଦି ପୁସ୍ତକ 30:32 - ଓଡିଆ ବାଇବେଲ32 ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କଳାବର୍ଣ୍ଣର ମେଷମାନଙ୍କୁ, ପୁଣି, ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବେତନ ସ୍ୱରୂପ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କୃଷ୍ଣବର୍ଣ୍ଣ ମେଷମାନଙ୍କୁ, ପୁଣି ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବର୍ତ୍ତନ ସ୍ଵରୂପ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କଳାବର୍ଣ୍ଣର ମେଷମାନଙ୍କୁ, ପୁଣି, ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବେତନ ସ୍ୱରୂପ ହେବ। Viz kapitolaପବିତ୍ର ବାଇବଲ32 ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କୃଷ୍ଣବର୍ଣ୍ଣ ମେଷମାନଙ୍କୁ ପୁଣି ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି। ସେହିସବୁ ମୋର ବର୍ତ୍ତନ ସ୍ୱରୁପ ହେବ। Viz kapitola |