ଆଦି ପୁସ୍ତକ 30:33 - ଓଡିଆ ବାଇବେଲ33 ଏଥିଉତ୍ତାରେ ଯେତେବେଳେ ତୁମ୍ଭ ସାକ୍ଷାତରେ ମୋହର ବେତନ ବିଷୟ ଉପସ୍ଥିତ ହେବ, ସେତେବେଳେ ମୋହର ଧାର୍ମିକତା ମୋ’ ବିଷୟରେ ସାକ୍ଷ୍ୟ ଦେବ, ଅର୍ଥାତ୍, ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଭିନ୍ନ ଓ ମେଷଗଣ ମଧ୍ୟରେ କଳାବର୍ଣ୍ଣର ମେଷ ଭିନ୍ନ ଯେତେ ଥିବେ, ତାହା ମୋହର ଚୋରି ରୂପେ ଗଣ୍ୟ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ଏଥିଉତ୍ତାରୁ ଯେତେବେଳେ ତୁମ୍ଭ ସାକ୍ଷାତରେ ମୋହର ବର୍ତ୍ତନ ବିଷୟ ଉପସ୍ଥିତ ହେବ, ସେତେବେଳେ ମୋହର ଧାର୍ମିକତା ମୋʼ ବିଷୟରେ ସାକ୍ଷ୍ୟ ଦେବ, ଅର୍ଥାତ୍, ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଭିନ୍ନ ଓ ମେଷଗଣ ମଧ୍ୟରେ କୃଷ୍ଣବର୍ଣ୍ଣ ମେଷ ଭିନ୍ନ ଯେତେ ଥିବେ, ତାହା ମୋହର ଚୌର୍ଯ୍ୟ ରୂପେ ଗଣ୍ୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏଥିଉତ୍ତାରେ ଯେତେବେଳେ ତୁମ୍ଭ ସାକ୍ଷାତରେ ମୋହର ବେତନ ବିଷୟ ଉପସ୍ଥିତ ହେବ, ସେତେବେଳେ ମୋହର ଧାର୍ମିକତା ମୋʼ ବିଷୟରେ ସାକ୍ଷ୍ୟ ଦେବ, ଅର୍ଥାତ୍, ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଭିନ୍ନ ଓ ମେଷଗଣ ମଧ୍ୟରେ କଳାବର୍ଣ୍ଣର ମେଷ ଭିନ୍ନ ଯେତେ ଥିବେ, ତାହା ମୋହର ଚୋରି ରୂପେ ଗଣ୍ୟ ହେବ।” Viz kapitolaପବିତ୍ର ବାଇବଲ33 ଭବିଷ୍ୟତରେ ଯେତେବେଳେ ମୁଁ ସଚ୍ଚୋଟ ବୋଲି ତୁମ୍ଭେ ଜାଣି ପାରିବ। ଯଦି ତୁମ୍ଭେ ମୋର ମେଷପଲ ଦେଖିବାକୁ ଆସି ପାରିବ। ତୁମ୍ଭେ ମୋର ପଲକୁ ଦେଖି ପାର। ଅର୍ଥାତ୍ ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଛଡ଼ା ଓ ମେଷଗଣ ମଧ୍ୟରେ କୃଷ୍ଣବର୍ଣ୍ଣ ମେଷ ବ୍ୟତୀତ ଯେତେ ଥିବେ ତାହା ମୋହର ଚୌର୍ଯ୍ୟରୂପେ ଗଣ୍ୟ ହେବ।” Viz kapitola |