ଆଦି ପୁସ୍ତକ 30:40 - ଓଡିଆ ବାଇବେଲ40 ତହିଁରେ ଯାକୁବ ସେହି ଛୁଆମାନଙ୍କୁ ଭିନ୍ନ ଭିନ୍ନ କଲା, ପୁଣି, ଲାବନର ରେଖାଙ୍କିତ ଓ କଳାବର୍ଣ୍ଣର ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲା; ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ନ ରଖି ପୃଥକ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)40 ତହିଁରେ ଯାକୁବ ସେହି ଛୁଆମାନଙ୍କୁ ଭିନ୍ନ ଭିନ୍ନ କଲା, ପୁଣି ଲାବନର ରେଖାଙ୍କିତ ଓ କୃଷ୍ଣବର୍ଣ୍ଣ ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲା; ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ନ ରଖି ପୃଥକ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ତହିଁରେ ଯାକୁବ ସେହି ଛୁଆମାନଙ୍କୁ ଭିନ୍ନ ଭିନ୍ନ କଲା, ପୁଣି, ଲାବନର ରେଖାଙ୍କିତ ଓ କଳାବର୍ଣ୍ଣର ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲା; ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ନ ରଖି ପୃଥକ କଲା। Viz kapitolaପବିତ୍ର ବାଇବଲ40 ଯାକୁବ ସେହି ଚିତ୍ରବିଚିତ୍ର ଛୁଆମାନଙ୍କୁ ଅନ୍ୟ ପାଖରୁ ଭିନ୍ନ କଲେ। ପୁଣି ଲାବନ ରେଖାଙ୍କିତ ଓ କୃଷ୍ଣବର୍ଣ୍ଣ ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲେ। ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ତନଖି ପୃଥକ କଲେ। Viz kapitola |