ଆଦି ପୁସ୍ତକ 30:6 - ଓଡିଆ ବାଇବେଲ6 ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେତେବେଳେ ରାହେଲ କହିଲା, ପରମେଶ୍ଵର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ; ଏଣୁକରି ସେ ତାହାର ନାମ ଦାନ (ବିଚାର) ରଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା। Viz kapitolaପବିତ୍ର ବାଇବଲ6 ରାହେଲ କହିଲେ, “ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି, ମୋତେ ଏକ ପୁତ୍ର ସନ୍ତାନ ଦେବା ପାଇଁ ସେ ନିଷ୍ପତ୍ତି ନେଲେ।” ତେଣୁ ରାହେଲ ତା'ର ନାମ ରଖିଲେ ଦାନ। Viz kapitola |