ଆଦି ପୁସ୍ତକ 30:9 - ଓଡିଆ ବାଇବେଲ9 ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକି ଘେନି ଯାକୁବ ସହିତ ବିବାହ ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା। Viz kapitolaପବିତ୍ର ବାଇବଲ9 ଲେୟା ଦେଖିଲେ ସେ ଆଉ ପିଲା ଜନ୍ମ କରି ପାରିବ ନାହିଁ। ତେଣୁ ସେ ଆପଣା ଦାସୀ ସିଳ୍ପାକୁ ଆଣି ଯାକୁବଙ୍କୁ ଦେଲେ। Viz kapitola |