Online Bible

- Reklamy -




ଆଦି ପୁସ୍ତକ 31:12 - ଓଡିଆ ବାଇବେଲ

12 ତହିଁରେ ସେ କହିଲେ, “ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ସେ କହିଲେ, ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ସେ କହିଲେ, ‘ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ।

Viz kapitola kopírovat

ପବିତ୍ର ବାଇବଲ

12 “ପରମେଶ୍ୱରଙ୍କ ଦୂତ କହିଲେ, ‘ଏବେ ଅନାଇ ଦେଖ ମାଇ ଛାଗଗୁଡ଼ିକ ସହିତ ସଙ୍ଗମ କରୁଥିବା ପ୍ରତ୍ୟେକ ପୁଂ ଛାଗଗୁଡ଼ିକ ଗାର ଗାର, ଛିଟିଛିଟିକା ଓ ଦାଗ-ଦାଗ ହୋଇଗଲେ। ମୁଁ ଏହା ହେବାକୁ ଦେଉଛି କାରଣ ଲାବନ ତୁମ୍ଭ ସହିତ ଯେଉଁ ପ୍ରକାର ବ୍ୟବହାର କଲା ମୁଁ ଦେଖିଲି।

Viz kapitola kopírovat




ଆଦି ପୁସ୍ତକ 31:12

Následuj nás:

Reklamy


Reklamy