ଆଦି ପୁସ୍ତକ 31:15 - ଓଡିଆ ବାଇବେଲ15 ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକି ଆମ୍ଭମାନଙ୍କର ମୂଲ୍ୟସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି। Viz kapitolaପବିତ୍ର ବାଇବଲ15 ଆମ୍ଭେ ତାଙ୍କ ଆଖିରେ ବିଦେଶୀନି ତୁଲ୍ୟ। ସେ କେବଳ ଆମ୍ଭକୁ ତୁମ୍ଭଠାରେ ବିକ୍ରୟ କରି ନାହାନ୍ତି।” ସେ ସମସ୍ତ ଟଙ୍କା ଖର୍ଚ୍ଚ କରିଦେଇଛନ୍ତି, ଯାହା ଆମ୍ଭମାନଙ୍କର ହେବାର ଥିଲା। Viz kapitola |