Online Bible

- Reklamy -




ଆଦି ପୁସ୍ତକ 31:23 - ଓଡିଆ ବାଇବେଲ

23 ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ି ଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ତହିଁରେ ସେ ଆପଣା କୁଟୁମ୍ଵମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ି ଯାଇ ଗିଲୀୟଦ୍ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ିଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା।

Viz kapitola kopírovat

ପବିତ୍ର ବାଇବଲ

23 ତେଣୁ ଲାବନ ତା'ର ଲୋକମାନଙ୍କୁ ଏକତ୍ରିତ କରି ଯାକୁବକୁ ଧରିବା ପାଇଁ ତା’ ପଛରେ ଗୋଡ଼ାଇଲେ। ସାତ ଦିନ ପରେ ଲାବନ ଯାକୁବକୁ ଗିଲିୟଦର ପର୍ବତମୟ ଦେଶରେ ଭେଟିଲେ।

Viz kapitola kopírovat




ଆଦି ପୁସ୍ତକ 31:23

Následuj nás:

Reklamy


Reklamy