Online Bible

- Reklamy -




ଆଦି ପୁସ୍ତକ 31:24 - ଓଡିଆ ବାଇବେଲ

24 ମାତ୍ର ପରମେଶ୍ୱର ରାତ୍ରି କାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲମନ୍ଦ କିଛି କୁହ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର ପରମେଶ୍ଵର ରାତ୍ରି କାଳେ ସ୍ଵପ୍ନ ଯୋଗେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, ସାବଧାନ, ଯାକୁବକୁ ଭଲମନ୍ଦ କିଛି କୁହ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମାତ୍ର ପରମେଶ୍ୱର ରାତ୍ରିକାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

24 ସେହି ରାତିରେ ପରମେଶ୍ୱର ଲାବନକୁ ସ୍ୱପ୍ନରେ ଦର୍ଶନ ଦେଲେ। ପରମେଶ୍ୱର କହିଲେ, “ସାବଧାନ ହୁଅ! ଯାକୁବ କହିଥିବା ପ୍ରତ୍ୟେକ କଥା ପାଇଁ ସାବଧାନ ହୁଅ।”

Viz kapitola kopírovat




ଆଦି ପୁସ୍ତକ 31:24

Následuj nás:

Reklamy


Reklamy