Online Bible

- Reklamy -




ଆଦି ପୁସ୍ତକ 31:25 - ଓଡିଆ ବାଇବେଲ

25 ଏଥିଉତ୍ତାରେ ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ବୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ବମାନଙ୍କ ସହିତ ଗିଲୀୟଦ ପର୍ବତରେ ତମ୍ବୁ ସ୍ଥାପନ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଅନନ୍ତର ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ଵୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ଵମାନଙ୍କ ସହିତ ଗିଲୀୟଦ୍ ପର୍ବତରେ ତମ୍ଵୁ ସ୍ଥାପନ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିଉତ୍ତାରେ ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ବୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ବମାନଙ୍କ ସହିତ ଗିଲୀୟଦ ପର୍ବତରେ ତମ୍ବୁ ସ୍ଥାପନ କଲା।

Viz kapitola kopírovat

ପବିତ୍ର ବାଇବଲ

25 ତା’ ପରଦିନ ଲାବନ ଯାକୁବକୁ ଧରିଲେ। ଯାକୁବ ପର୍ବତ ଉପରେ ତାଙ୍କର ତମ୍ବୁ ପକାଇଲେ। ତେଣୁ ଲାବନ ଏବଂ ତାଙ୍କର ସମସ୍ତ ଲୋକମାନେ ପର୍ବତମୟ ଦେଶ ଗିଲିୟଦରେ ଛାଉଣି ପକାଇଲେ।

Viz kapitola kopírovat




ଆଦି ପୁସ୍ତକ 31:25

Následuj nás:

Reklamy


Reklamy