ଆଦି ପୁସ୍ତକ 31:32 - ଓଡିଆ ବାଇବେଲ32 ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋ’ଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ବଗଣର ସାକ୍ଷାତରେ ଚିହ୍ନି କରି ନିଅ,” ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)32 ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋʼଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ଵଗଣର ସାକ୍ଷାତରେ ଚିହ୍ନି କରି ନିଅ, ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋʼ ଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ବଗଣର ସାକ୍ଷାତରେ ଚିହ୍ନି କରି ନିଅ,” ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା। Viz kapitolaପବିତ୍ର ବାଇବଲ32 କିନ୍ତୁ ମୁଁ ତୁମ୍ଭର ଦେବତାଗଣଙ୍କୁ ଗ୍ଭେରାଇ ଆଣି ନାହିଁ। ମାତ୍ର ତୁମ୍ଭେ ଯାହା ନିକଟରୁ ତାହା ପାଇବ ତାକୁ ହତ୍ୟା କରାଯିବ। ତୁମ୍ଭର ଲୋକମାନେ ମୋର ସାକ୍ଷୀ ରହିଲେ। ତୁମ୍ଭର ଏଠାରେ ଯାହାସବୁ ଅଛି ତୁମ୍ଭେ ତୁମ୍ଭର ଦେବତାଗଣଙ୍କୁ ଖୋଜି ପାରିବ। ତୁମ୍ଭର ଯାହା ଅଛି ତୁମ୍ଭେ ନେଇ ପାରିବ।” ରାହେଲ ତାହା ଗ୍ଭେରି କରିଛନ୍ତି ବୋଲି, ଯାକୁବ ଜାଣି ନ ଥିଲେ। Viz kapitola |