ଆଦି ପୁସ୍ତକ 31:36 - ଓଡିଆ ବାଇବେଲ36 ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଜ୍ୱଳିତ ହୋଇ ମୋ’ ପଛେ ପଛେ ଦୌଡ଼ି ଆସିଲ ? Viz kapitolaପବିତ୍ର ବାଇବଲ (Re-edited) - (BSI)36 ତହୁଁ ଯାକୁବ କ୍ରୁଦ୍ଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି ଯାକୁବ ଲାବନକୁ ଉତ୍ତର କରି କହିଲା, ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଵଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ୱଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ? Viz kapitolaପବିତ୍ର ବାଇବଲ36 ଏହା ପରେ ଯାକୁବ ବହୁତ କ୍ରୋଧ କଲେ। ଯାକୁବ କହିଲେ, “ମୋର କି ଦୋଷ ଅଛି? ମୁଁ କିପରି ତୁମ୍ଭକୁ ଅପମାନିତ କଲି? କାହିଁକି ତୁମ୍ଭେ ମୋତେ ଗୋଡ଼ାଇଲ ଏବଂ ମୋତେ ଅଟକାଇଲ? Viz kapitola |