ଆଦି ପୁସ୍ତକ 31:37 - ଓଡିଆ ବାଇବେଲ37 ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି ? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ବମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ଵମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ବମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ। Viz kapitolaପବିତ୍ର ବାଇବଲ37 ମୋର ସମସ୍ତ ଦ୍ରବ୍ୟ ତୁମ୍ଭେ ଖୋଜିଲ କିନ୍ତୁ ତୁମ୍ଭର ଦେବତାଗଣଙ୍କୁ ପାଇଲ ନାହିଁ। ଯଦି ତୁମ୍ଭେ ତାହା ପାଇଛ ତେବେ ତୁମ୍ଭେ ତାହା ଦେଖାଅ, ଆମ୍ଭର ସମସ୍ତ ଲୋକ ତାହା ଦେଖିବେ। କେଉଁଟି ଠିକ୍ ତାହା ଲୋକମାନଙ୍କୁ ନିଷ୍ପତ୍ତି କରିବାକୁ ଦିଅ। Viz kapitola |