ଆଦି ପୁସ୍ତକ 31:39 - ଓଡିଆ ବାଇବେଲ39 ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋ’ ହାତରୁ ନେଲ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ବରଞ୍ଚ ହିଂସକ ଜନ୍ତୁ ଯାହାକୁ ଖଣ୍ତିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋʼ ହାତରୁ ନେଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋʼ ହାତରୁ ନେଲ। Viz kapitolaପବିତ୍ର ବାଇବଲ39 ଯେତେବେଳେ ତୁମ୍ଭର ମେଷ ଓ ଛେଳି ହିଂସ୍ର ଜନ୍ତୁମାନଙ୍କ ଦ୍ୱାରା ଖଣ୍ଡିଆ ଖାବରା ହେଲେ, ମୁଁ ତୁମ୍ଭର କ୍ଷତି କରି ଛାଡ଼ି ଦେଲି ନାହିଁ। କିନ୍ତୁ ମୋର ନିଜର ମେଷ ବା ଛେଳି ତା’ ସ୍ଥାନରେ ରଖିଲି। ଯଦି କିଛି ରାତି ବା ଦିନରେ ଗ୍ଭେରି ହେଉଥିଲା ମୋର ନିଜର ପଶୁ ତା’ ସ୍ଥାନରେ ଯୋଗାଇଲି। Viz kapitola |