Online Bible

- Reklamy -




ଆଦି ପୁସ୍ତକ 31:41 - ଓଡିଆ ବାଇବେଲ

41 ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

41 ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶଥର ମୋହର ବର୍ତ୍ତନ ପରିବର୍ତ୍ତନ କରିଅଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛ।

Viz kapitola kopírovat

ପବିତ୍ର ବାଇବଲ

41 ମୁଁ କୋଡ଼ିଏ ବର୍ଷକାଳ ତୁମ୍ଭ ନିକଟରେ ରହିଲି, ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉତ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ କର୍ମ କଲି। ଏଥି ମଧ୍ୟରେ ତୁମ୍ଭେ ଦଶଥର ମୋହର ବର୍ତ୍ତନ ପରିବର୍ତ୍ତନ କରିଅଛ।

Viz kapitola kopírovat




ଆଦି ପୁସ୍ତକ 31:41

Následuj nás:

Reklamy


Reklamy