Online Bible

- Reklamy -




ଆଦି ପୁସ୍ତକ 31:43 - ଓଡିଆ ବାଇବେଲ

43 ତହିଁରେ ଲାବନ ଯାକୁବକୁ ଉତ୍ତର କଲା, “ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି, ଯାହା ଯାହା ଦେଖୁଅଛ, ସେହି ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 ତହିଁରେ ଲାବନ ଯାକୁବକୁ ଉତ୍ତର କଲା, ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି ଯାହା ଯାହା ଦେଖୁଅଛ, ସେ ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତହିଁରେ ଲାବନ ଯାକୁବକୁ ଉତ୍ତର କଲା, “ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି, ଯାହା ଯାହା ଦେଖୁଅଛ, ସେହି ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି?

Viz kapitola kopírovat

ପବିତ୍ର ବାଇବଲ

43 ଲାବନ ଯାକୁବକୁ କହିଲେ, “ତୁମ୍ଭ ସ୍ତ୍ରୀମାନେ ମୋର କନ୍ୟା ଏବଂ ଏହି ପିଲାମାନେ ମଧ୍ୟ ମୋର। ଏବଂ ଏସମସ୍ତ ପଶୁମାନେ ମଧ୍ୟ ମୋର। ଏଠାରେ ଯେତେ ସବୁ ଦେଖୁଛ ତାହା ସବୁ ମୋର। ଏଣୁ ମୋର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ଜନ୍ମତି ସନ୍ତାନମାନଙ୍କୁ ମୁଁ କ’ଣ କରିବି?

Viz kapitola kopírovat




ଆଦି ପୁସ୍ତକ 31:43

Následuj nás:

Reklamy


Reklamy