ଆଦି ପୁସ୍ତକ 31:46 - ଓଡିଆ ବାଇବେଲ46 ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର; ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟାଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ପୁଣି ଯାକୁବ ଆପଣା କୁଟୁମ୍ଵମାନଙ୍କୁ କହିଲା, ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର; ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟାଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର;” ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ। Viz kapitolaପବିତ୍ର ବାଇବଲ46 ପୁଣି ଯାକୁବ ଆପଣା ନିଜ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରସ୍ତର ସଂଗ୍ରହକର, ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ ସମସ୍ତେ ସେହି ସ୍ଥାନରେ ସେହି ପଥରଗଦା ଉପରେ ଭୋଜନ କଲେ। Viz kapitola |