ଆଦି ପୁସ୍ତକ 31:48 - ଓଡିଆ ବାଇବେଲ48 ସେତେବେଳେ ଲାବନ କହିଲା, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା; ଏଥିପାଇଁ ତାହାର ନାମ ଗଲୟଦ୍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା,” Viz kapitolaପବିତ୍ର ବାଇବଲ (Re-edited) - (BSI)48 ସେତେବେଳେ ଲାବନ କହିଲା, ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା; ଏଣୁକରି ତାହାର ନାମ ଗଲ-ୟଦ୍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ସେତେବେଳେ ଲାବନ କହିଲା, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା;” ଏଥିପାଇଁ ତାହାର ନାମ ଗଲୟଦ୍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା, Viz kapitolaପବିତ୍ର ବାଇବଲ48 ଲାବନ ଯାକୁବକୁ କହିଲେ, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା” ଯେଉଁଥିପାଇଁ ତାହାର ନାମ ଗଲ-ୟଦ ଓ ମିସ୍ପା ରଖିଲେ। Viz kapitola |