Online Bible

- Reklamy -




ଆଦି ପୁସ୍ତକ 31:50 - ଓଡିଆ ବାଇବେଲ

50 ତୁମ୍ଭେ ଯଦି ମୋ’ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

50 ତୁମ୍ଭେ ଯେବେ ମୋʼ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ ପ୍ରମାଣ, ମାତ୍ର ଦେଖ, ପରମେଶ୍ଵର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ତୁମ୍ଭେ ଯଦି ମୋʼ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।”

Viz kapitola kopírovat

ପବିତ୍ର ବାଇବଲ

50 ଏହା ପରେ ଲାବନ କହିଲେ, “ଯଦି ତୁମ୍ଭେ ମୋର କନ୍ୟାମାନଙ୍କୁ ଆଘାତ କର ତେବେ ପରମେଶ୍ୱର ତୁମ୍ଭକୁ ଆଘାତ ଦେବେ। ଯଦି ତୁମ୍ଭେ ଅନ୍ୟ ସ୍ତ୍ରୀକୁ ବିବାହ କର ମନେରଖ, ପରମେଶ୍ୱର ଦେଖୁଛନ୍ତି।

Viz kapitola kopírovat




ଆଦି ପୁସ୍ତକ 31:50

Následuj nás:

Reklamy


Reklamy