ଆଦି ପୁସ୍ତକ 31:54 - ଓଡିଆ ବାଇବେଲ54 ଏଥିଉତ୍ତାରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ବମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସାରାରାତ୍ରି ଯାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)54 ଅନନ୍ତର ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ଵମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସମସ୍ତ ରାତ୍ରି ଯାପନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ଏଥିଉତ୍ତାରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ବମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସାରାରାତ୍ରି ଯାପନ କଲେ। Viz kapitolaପବିତ୍ର ବାଇବଲ54 ଏହା ପରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା ନିଜ ଲୋକଙ୍କୁ ଡାକିଲେ। ତହିଁରେ ସେମାନେ ଭୋଜନ କରି ପର୍ବତରେ ରାତ୍ରିସାରା ରହିଲେ। Viz kapitola |