ଆଦି ପୁସ୍ତକ 31:7 - ଓଡିଆ ବାଇବେଲ7 ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶଥର ମୋହର ବର୍ତ୍ତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ଵର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି। Viz kapitolaପବିତ୍ର ବାଇବଲ7 ତୁମ୍ଭର ପିତା ମୋତେ ପ୍ରତାରଣା କଲେ। ତୁମ୍ଭର ପିତା ମୋର ବେତନ ଦଶ ଥର ବଦଳାଇଛନ୍ତି। କିନ୍ତୁ ସଦାପ୍ରଭୁ ମୋତେ ରକ୍ଷା କଲେ। ସେ ଲାବନକୁ ମୋର କ୍ଷତି କରିବାକୁ ଦେଲେ ନାହିଁ। Viz kapitola |