Online Bible

- Reklamy -




ଆଦି ପୁସ୍ତକ 31:8 - ଓଡିଆ ବାଇବେଲ

8 ଯେହେତୁ ଚିତ୍ରବିଚିତ୍ର ପଶୁଗଣ ତୁମ୍ଭର ବେତନ ସ୍ୱରୂପ ହେବେ, ସେ ଆପେ ଯେତେବେଳେ ଏହି କଥା କହିଲେ, ସେତେବେଳେ ସମସ୍ତ ପଶୁ ଚିତ୍ରବିଚିତ୍ର ଛୁଆ ପ୍ରସବ କଲେ; ପୁଣି, ରେଖାଙ୍କିତ ପଶୁଗଣ ତୁମ୍ଭର ବେତନ ସ୍ୱରୂପ ହେବେ, ସେ ଯେତେବେଳେ ଏହା କହିଲେ, ସେତେବେଳେ ସମସ୍ତ ପଶୁ ରେଖାଙ୍କିତ ଛୁଆ ପ୍ରସବ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଯେହେତୁ ଚିତ୍ରବିଚିତ୍ର ପଶୁଗଣ ତୁମ୍ଭର ବର୍ତ୍ତନ ସ୍ଵରୂପ ହେବେ, ସେ ଆପେ ଯେତେବେଳେ ଏହି କଥା କହିଲେ, ସେତେବେଳେ ସମସ୍ତ ପଶୁ ଚିତ୍ରବିଚିତ୍ର ଛୁଆ ପ୍ରସବ କଲେ; ପୁଣି ରେଖାଙ୍କିତ ପଶୁଗଣ ତୁମ୍ଭର ବର୍ତ୍ତନ ସ୍ଵରୂପ ହେବେ, ସେ ଯେତେବେଳେ ଏହା କହିଲେ, ସେତେବେଳେ ସମସ୍ତ ପଶୁ ରେଖାଙ୍କିତ ଛୁଆ ପ୍ରସବ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେହେତୁ ‘ଚିତ୍ରବିଚିତ୍ର ପଶୁଗଣ ତୁମ୍ଭର ବେତନ ସ୍ୱରୂପ ହେବେ,’ ସେ ଆପେ ଯେତେବେଳେ ଏହି କଥା କହିଲେ, ସେତେବେଳେ ସମସ୍ତ ପଶୁ ଚିତ୍ରବିଚିତ୍ର ଛୁଆ ପ୍ରସବ କଲେ; ପୁଣି, ‘ରେଖାଙ୍କିତ ପଶୁଗଣ ତୁମ୍ଭର ବେତନ ସ୍ୱରୂପ ହେବେ,’ ସେ ଯେତେବେଳେ ଏହା କହିଲେ, ସେତେବେଳେ ସମସ୍ତ ପଶୁ ରେଖାଙ୍କିତ ଛୁଆ ପ୍ରସବ କଲେ।

Viz kapitola kopírovat

ପବିତ୍ର ବାଇବଲ

8 “ଥରେ ଲାବନ କହିଲେ, ‘ତୁମ୍ଭେ ସମସ୍ତ ଛିଟିଛିଟିକା ଦାଗଥିବା ପଶୁମାନଙ୍କୁ ରଖ ତାହା ତୁମ୍ଭର ବର୍ତ୍ତନ ହେବ।’ ସେ ଏହା କହି ସାରିବା ପରେ ସମସ୍ତ ପଶୁମାନେ ଛିଟିଛିଟିଆ ଦାଗଥିବା ଛୁଆ ଜନ୍ମ କଲେ। ତେଣୁ ସେ ସବୁ ମୋର ହେଲା। କିନ୍ତୁ ଏହା ପରେ ଲାବନ କହିଲେ, ‘ଗାର-ଗାର ପଡ଼ିଥିବା ପଶୁଗୁଡ଼ିକ ତୁମ୍ଭର। ସେହିସବୁ ତୁମ୍ଭର ବର୍ତ୍ତନ ହେବ।’ ସେ ଏହା କହିସାରିବା ପରେ, ସମସ୍ତ ପଶୁମାନେ ରେଖାଙ୍କିତ ପଶୁମାନଙ୍କୁ ଜନ୍ମ ଦେଲେ।

Viz kapitola kopírovat




ଆଦି ପୁସ୍ତକ 31:8

Následuj nás:

Reklamy


Reklamy