ଆଦି ପୁସ୍ତକ 32:11 - ଓଡିଆ ବାଇବେଲ11 ବିନୟ କରୁଅଛି, ମୋ’ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ବିନୟ କରୁଅଛି, ମୋʼ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ବିନୟ କରୁଅଛି, ମୋʼ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ। Viz kapitolaପବିତ୍ର ବାଇବଲ11 ମୁଁ ବିନତି କରୁଅଛି କୃପାକରି ମୋତେ ମୋର ଭାଇଠାରୁ ରକ୍ଷା କର। ମୋତେ ଏଷୌଠାରୁ ରକ୍ଷା କର। ମୁଁ ତାଙ୍କୁ ଭୟ କରୁଛି। ମୁଁ ଭୟ କରୁଛି ଯେ ସେ ଆମ୍ଭ ସମସ୍ତଙ୍କୁ ହତ୍ୟା କରିବ। ଏପରିକି ମା’ ଓ ତାଙ୍କ ପିଲାମାନଙ୍କୁ ମଧ୍ୟ। Viz kapitola |