ଆଦି ପୁସ୍ତକ 32:13 - ଓଡିଆ ବାଇବେଲ13 ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟି ପ୍ରସ୍ତୁତ କଲା; Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟୀ ପ୍ରସ୍ତୁତ କଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟି ପ୍ରସ୍ତୁତ କଲା; Viz kapitolaପବିତ୍ର ବାଇବଲ13 ଯାକୁବ ରାତିରେ ସେହି ସ୍ଥାନରେ ରହିଲେ, ତାଙ୍କର ଭାଇ ଏଷୌକୁ କିଛି ଉପହାର ଦେବା ପାଇଁ ଯାକୁବ ପ୍ରସ୍ତୁତ ହେଲେ। Viz kapitola |