Online Bible

- Reklamy -




ଆଦି ପୁସ୍ତକ 32:17 - ଓଡିଆ ବାଇବେଲ

17 ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ତୁମ୍ଭେ କାହାର ଦାସ ? କେଉଁଠାକୁ ଯାଉଅଛ ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯେବେ ପଚାରିବେ, ତୁମ୍ଭେ କାହାର ଦାସ? କେଉଁଠାକୁ ଯାଉଅଛ? ପୁଣି ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ‘ତୁମ୍ଭେ କାହାର ଦାସ? କେଉଁଠାକୁ ଯାଉଅଛ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର?’

Viz kapitola kopírovat

ପବିତ୍ର ବାଇବଲ

17 ଯାକୁବ ଏହି ଆଦେଶ ତାଙ୍କର ଦାସମାନଙ୍କୁ ଦେଲେ। ପ୍ରଥମ ଦଳର ଦାସକୁ ଯାକୁବ କହିଲେ, “ଯେତେବେଳେ ଏଷୌ, ମୋର ଭାଇ ତୁମ୍ଭ ପାଖକୁ ଆସି ପଗ୍ଭରେ, ‘ତୁମ୍ଭେ କାହାର ଦାସ? ତୁମ୍ଭେ କେଉଁଠାକୁ ଯାଉଛ? ଏହି ପଶୁଗୁଡ଼ିକ କାହାର?’

Viz kapitola kopírovat




ଆଦି ପୁସ୍ତକ 32:17

Následuj nás:

Reklamy


Reklamy